Online Bible

- Reklamy -




ମାର୍କ 16:7 - ପବିତ୍ର ବାଇବଲ

7 ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।

Viz kapitola kopírovat

ଓଡିଆ ବାଇବେଲ

7 `କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ବର୍ତ୍ତମାନ ଯାଇ ପିତର ଓ ଯୀଶୁଙ୍କ ଅନ୍ୟାନ୍ୟ ଶିଷ୍ୟମାନଙ୍କୁ ଏହି ସମ୍ବାଦ ଦିଅ। ସେମାନଙ୍କୁ କୁହ, ‘ଯୀଶୁ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯାଉଛନ୍ତି। ସେ କହିବା ଅନୁସାରେ ତୁମେ ତାଙ୍କୁ ସେଠାରେ ଦେଖି ପାରିବ’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।

Viz kapitola kopírovat




ମାର୍କ 16:7

Následuj nás:

Reklamy


Reklamy