ମାର୍କ 2:10 - ପବିତ୍ର ବାଇବଲ10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା'ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ, Viz kapitolaଓଡିଆ ବାଇବେଲ10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)10 “ପୃଥିବୀରେ ପାପ କ୍ଷମା କରିବା ପାଇଁ ମନୁଷ୍ୟପୁତ୍ରଙ୍କର ଅଧିକାର ଅଛି, ଏହା ତୁମ୍ଭେମାନେ ବର୍ତ୍ତମାନ ଜାଣି ପାରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, Viz kapitola |