Online Bible

- Reklamy -




ମାର୍କ 2:19 - ପବିତ୍ର ବାଇବଲ

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଯୀଶୁ ସେମାଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ, ସେମାନେ ଉପବାସ କରି ପାରନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

19 ଯୀଶୁ ସେମାନଙ୍କୁ କହିଲେ, "ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି ? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରି ପାରନ୍ତି ନାହିଁ ।"

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଯୀଶୁ ଉତ୍ତର ଦେଲେ, “ବର ସଙ୍ଗରେ ଥିବା ପର୍ଯ୍ୟନ୍ତ ବରଯାତ୍ରୀମାନେ କ’ଣ ଉପବାସ ରହିପାରନ୍ତି? କେବେ ନୁହେଁ। ସେମାନଙ୍କ ସହିତ ବର ଥିବା ପର୍ଯ୍ୟନ୍ତ ସେମାନେ ତାହା କରିବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ।

Viz kapitola kopírovat




ମାର୍କ 2:19

Následuj nás:

Reklamy


Reklamy