ମାର୍କ 2:21 - ପବିତ୍ର ବାଇବଲ21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ। Viz kapitolaଓଡିଆ ବାଇବେଲ21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)21 “କେହି ପୁରୁଣା ପୋଷାକରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନାର ତାଳି ସଙ୍କୁଚିତ ହୋଇ ପୋଷାକଟିକୁ ଅଧିକ ଚିରି ପକାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ। Viz kapitola |