Online Bible

- Reklamy -




ମାର୍କ 2:22 - ପବିତ୍ର ବାଇବଲ

22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।

Viz kapitola kopírovat

ଓଡିଆ ବାଇବେଲ

22 ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ ରଖେ ନାହିଁ; ରଖିଲେ ତାହା କୁମ୍ଫା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ଫା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ସେହି ପୁରୁଣା ଚମଡ଼ା ଥଳୀରେ ନୂଆ ଦ୍ରାକ୍ଷାରସ ସେହି ଥଳୀକୁ ଫଟାଇ ଦେବ ଏବଂ ଦ୍ରାକ୍ଷାରସ ଓ ଥଳୀ ଉଭୟ ନଷ୍ଟ ହେବ। ତେଣୁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳୀରେ ରଖିବାକୁ ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”

Viz kapitola kopírovat




ମାର୍କ 2:22

Následuj nás:

Reklamy


Reklamy