ମାର୍କ 2:27 - ପବିତ୍ର ବାଇବଲ27 ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇନାହିଁ। Viz kapitolaଓଡିଆ ବାଇବେଲ27 ଆଉ ସେ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)27 ପରିଶେଷରେ ଯୀଶୁ କହିଲେ, “ମନୁଷ୍ୟ ପାଇଁ ବିଶ୍ରାମବାର ଉଦ୍ଦିଷ୍ଟ, ମନୁଷ୍ୟ ବିଶ୍ରାମବାର ପାଇଁ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ। Viz kapitola |