ମାର୍କ 2:3 - ପବିତ୍ର ବାଇବଲ3 ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ଵାରା ବୁହାଇ ତାହାଙ୍କ ନିକଟକୁ ଘେନି-ଆସିଲେ, Viz kapitolaଓଡିଆ ବାଇବେଲ3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ, Viz kapitolaପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରୁଥିବା ବେଳେ, ଚାରିଜଣ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ବୋହି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ, Viz kapitola |