Online Bible

- Reklamy -




ମାର୍କ 3:17 - ପବିତ୍ର ବାଇବଲ

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;

Viz kapitola kopírovat

ଓଡିଆ ବାଇବେଲ

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ (ଯୀଶୁ ସେମାନଙ୍କୁ ବିନେରିଗୋଷ ଅର୍ଥାତ୍ ‘ମେଘନାଦ ପୁତ୍ର’ ଆଖ୍ୟା ଦେଲେ),

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍‍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;

Viz kapitola kopírovat




ମାର୍କ 3:17

Následuj nás:

Reklamy


Reklamy