Online Bible

- Reklamy -




ମାର୍କ 3:2 - ପବିତ୍ର ବାଇବଲ

2 ସେଠାରେ କେତେକ ଲୋକ ଜଗି ରହିଥିଲେ ଯେ, ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସରେ ସୁସ୍ଥ କରିଦେବେ, ତେବେ ସେମାନେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି।

Viz kapitola kopírovat

ଓଡିଆ ବାଇବେଲ

2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ଯୀଶୁ ବିଶ୍ରାମବାରରେ ସେହି ଲୋକକୁ ସୁସ୍ଥ କରିବେ କି ନାହିଁ, ଏ ବିଷୟରେ ତାଙ୍କ ଦୋଷ ଧରି ଅଭିଯୋଗ ଆଣିବା ପାଇଁ କେତେକ ଲୋକ ତାଙ୍କ ପ୍ରତି ତୀକ୍ଷ୍ଣ ଦୃଷ୍ଟି ରଖିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।

Viz kapitola kopírovat




ମାର୍କ 3:2

Následuj nás:

Reklamy


Reklamy