ମାର୍କ 3:22 - ପବିତ୍ର ବାଇବଲ22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ। Viz kapitolaଓଡିଆ ବାଇବେଲ22 ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ । Viz kapitolaପବିତ୍ର ବାଇବଲ (CL) NT (BSI)22 ଯିରୂଶାଲମରୁ ଆସିଥିବା କେତେକ ଧର୍ମଗୁରୁ କହିଲେ, “ବାଆଲଜିବୂଲ ତାଙ୍କୁ ଅଧିକାର କରିଛି। ସେହି ଭୂତମାନଙ୍କର ଅଧିପତି ଭୂତ ଛଡ଼ାଇବା ପାଇଁ ତାଙ୍କୁ ଶକ୍ତି ଦେଇଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ। Viz kapitola |