ମାର୍କ 3:23 - ପବିତ୍ର ବାଇବଲ23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? Viz kapitolaଓଡିଆ ବାଇବେଲ23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ ? Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ସେମାନଙ୍କୁ ଡ଼ାକି ରୂପକ ଛଳରେ ବୁଝାଇ କହିଲେ, “ଶୟତାନ କିପରି ଶୟତାନକୁ ବିତାଡ଼ିତ କରିପାରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? Viz kapitola |