ମାର୍କ 3:29 - ପବିତ୍ର ବାଇବଲ29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ। Viz kapitolaଓଡିଆ ବାଇବେଲ29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ନିନ୍ଦା କରେ, ତା’ର କଦାପି କ୍ଷମା ନାହିଁ। କାରଣ ତା’ର ପାପ ଅନନ୍ତ କାଳ ଯାଏ ରହିଥିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ। Viz kapitola |