ମାର୍କ 3:3 - ପବିତ୍ର ବାଇବଲ3 ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ। Viz kapitolaଓଡିଆ ବାଇବେଲ3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେହି ଲୋକକୁ କହିଲେ, “ଆଗକୁ ଉଠି ଆସ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।” Viz kapitola |