Online Bible

- Reklamy -




ମାର୍କ 3:31 - ପବିତ୍ର ବାଇବଲ

31 ତା'ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ-ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

31 ସେତେବେଳେ ତାହାଙ୍କ ମା ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇପଠାଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ସେତେବେଳେ ଯୀଶୁଙ୍କ ମା ଓ ଭାଇମାନେ ଆସି ପହଞ୍ଚିଲେ। ସେମାନେ ବାହାରେ ଠିଆ ହୋଇ ଯୀଶୁଙ୍କୁ ଡ଼ାକି ଆଣିବା ପାଇଁ ଖବର ପଠାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।

Viz kapitola kopírovat




ମାର୍କ 3:31

Následuj nás:

Reklamy


Reklamy