ମାର୍କ 4:13 - ପବିତ୍ର ବାଇବଲ13 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯୀଶୁ ପୁଣି ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ? Viz kapitolaଓଡିଆ ବାଇବେଲ13 ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ ? Viz kapitolaପବିତ୍ର ବାଇବଲ (CL) NT (BSI)13 ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ ବୁଝି ପାରୁ ନାହଁ? ତେବେ ଅନ୍ୟ ଦୃଷ୍ଟାନ୍ତ ସବୁକୁ ବୁଝିବ କିପରି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ? Viz kapitola |