Online Bible

- Reklamy -




ମାର୍କ 4:18 - ପବିତ୍ର ବାଇବଲ

18 “ଆଉ କେତେକ ଲୋକ କଣ୍ଟାବୁଦାଗୁଡ଼ିକରେ ପଡ଼ି ଯାଇଥିବା ବୀଜ ଭଳି। ଏମାନେ ବାକ୍ୟ ଶୁଣନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପି ପକାଏ ଓ ତାହା ଫଳହୀନ ହୁଏ,

Viz kapitola kopírovat

ଓଡିଆ ବାଇବେଲ

18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 କଣ୍ଟାବୁଦାରେ ପଡ଼ିଥିବା ବିହନ ପରି ସେହି ବାର୍ତ୍ତାକୁ ଆଉ କେତେକ ଲୋକ ଶୁଣନ୍ତି,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,

Viz kapitola kopírovat




ମାର୍କ 4:18

Následuj nás:

Reklamy


Reklamy