ମାର୍କ 4:20 - ପବିତ୍ର ବାଇବଲ20 “କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା'ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ। Viz kapitolaଓଡିଆ ବାଇବେଲ20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଭଲ ଜମିରେ ପଡ଼ିଥିବା ବିହନ ପରି, ସେହି ବାର୍ତ୍ତାକୁ ଆଉ କେତେକ ଶୁଣି ଗ୍ରହଣ କରନ୍ତି ଏବଂ ଜୀବନରେ କେହି ତିରିଶ ଗୁଣ, କେହି ଷାଠିଏ ଗୁଣ ଓ କେହି ଶହେ ଗୁଣ ଫଳ ଫଳନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।” Viz kapitola |