ମାର୍କ 4:24 - ପବିତ୍ର ବାଇବଲ24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯୀଶୁ ପୁଣି ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ। Viz kapitolaଓଡିଆ ବାଇବେଲ24 ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ସେମାନଙ୍କୁ କହିଲେ, “ଯାହା ଶୁଣୁଛ, ସେଥିପ୍ରତି ମନୋଯୋଗୀ ହୁଅ। ଯେଉଁ ମାନଦଣ୍ଡରେ ତୁମେ ଅନ୍ୟର ବିଚାର କର, ସେହି ମାନଦଣ୍ଡରେ, କିନ୍ତୁ ଅଧିକ କଠୋର ଭାବରେ ଈଶ୍ୱର ତୁମର ବିଚାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ। Viz kapitola |