ମାର୍କ 4:30 - ପବିତ୍ର ବାଇବଲ30 ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି? Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯୀଶୁ ପୁଣି କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ଵରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? Viz kapitolaଓଡିଆ ବାଇବେଲ30 ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା ? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା ? Viz kapitolaପବିତ୍ର ବାଇବଲ (CL) NT (BSI)30 ଯୀଶୁ ପଚାରିଲେ; “ଈଶ୍ୱରଙ୍କ ରାଜ୍ୟ ସହିତ କାହାର ତୁଳନା କରାଯାଇପାରେ? ତାକୁ ବୁଝାଇବା ପାଇଁ କି ଦୃଷ୍ଟାନ୍ତ ଦେବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? Viz kapitola |