ମାର୍କ 4:32 - ପବିତ୍ର ବାଇବଲ32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା'ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି। Viz kapitolaଓଡିଆ ବାଇବେଲ32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)32 ମାଟିରେ ପଡ଼ିଲେ ତାହା ବଢ଼ି ଶାଖାପ୍ରଶାଖା ମେଲାଇ ଗୋଟିଏ ବଡ଼ ଗଛରେ ପରିଣତ ହୁଏ ଏବଂ ପକ୍ଷୀମାନେ ତା’ ଛାୟାରେ ଆଶ୍ରୟ ନିଅନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।” Viz kapitola |