ମାର୍କ 4:33 - ପବିତ୍ର ବାଇବଲ33 ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ, Viz kapitolaଓଡିଆ ବାଇବେଲ33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)33 ଏହିପରି ଅନେକ ଦୃଷ୍ଟାନ୍ତ କଥା କହି ଯୀଶୁ ତାଙ୍କ ବାର୍ତ୍ତା ପ୍ରଚାର କଲେ; ସେମାନେ ଯେତିକି ବୁଝି ପାରିବେ, ସେ ସେତିକି କହୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ, Viz kapitola |