ମାର୍କ 4:34 - ପବିତ୍ର ବାଇବଲ34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ। Viz kapitolaଓଡିଆ ବାଇବେଲ34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ଦୃଷ୍ଟାନ୍ତ ବ୍ୟତୀତ ସେ ସେମାନଙ୍କୁ ଉପଦେଶ ଦେଉ ନ ଥିଲେ। କିନ୍ତୁ କେବଳ ଶିଷ୍ୟମାନଙ୍କ ସହିତ ଥିବାବେଳେ ସେ ସେମାନଙ୍କୁ ସବୁ କଥା ବ୍ୟାଖ୍ୟା କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ। Viz kapitola |