ମାର୍କ 4:37 - ପବିତ୍ର ବାଇବଲ37 ତା'ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଆଉ, ପ୍ରବଳ ତୋଫାନ ହେଲା, ପୁଣି ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। Viz kapitolaଓଡିଆ ବାଇବେଲ37 ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)37 ହଠାତ୍ ଜୋରରେ ପବନ ବହିଲା ଏବଂ ନୌକା ଭିତରକୁ ଢ଼େଉ ପଶି ଆସିବାରୁ ନୌକାଟି ଜଳପୂର୍ଣ୍ଣ ହେବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। Viz kapitola |