Online Bible

- Reklamy -




ମାର୍କ 4:38 - ପବିତ୍ର ବାଇବଲ

38 ଯୀଶୁ ଡଙ୍ଗା ଭିତରେ ପଛ ମଙ୍ଗରେ ଗୋଟିଏ ତକିଆରେ ମୁଣ୍ଡ ଦେଇ ଶୋଇ ପଡ଼ିଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଯାଇ ତାହାଙ୍କୁ ଉଠାଇଲେ। ସେମାନେ କହିଲେ, “ଗୁରୁ, ତୁମ୍ଭେ କ’ଣ ଆମ୍ଭ କଥା କିଛି ଚିନ୍ତା କରୁ ନାହଁ, ବର୍ତ୍ତମାନ ଆମ୍ଭେ ବୁଡ଼ିଯିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ତ ଦେଇ ଶୋଇପଡ଼ିଥିଲେ; ଆଉ, ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?

Viz kapitola kopírovat

ଓଡିଆ ବାଇବେଲ

38 ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ଯୀଶୁ ନୌକାର ପଛଭାଗରେ ତକିଆ ଉପରେ ମୁଣ୍ଡ ରଖି ଶୋଇ ପଡ଼ିଥିଲେ। ଶିଷ୍ୟମାନେ ତାଙ୍କୁ ଉଠାଇ କହିଲେ, “ଗୁରୁ, ଆମେ ବୁଡ଼ି ମରିଯିବୁ, ଆପଣଙ୍କର କଅଣ ଚିନ୍ତା ନାହିଁ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?

Viz kapitola kopírovat




ମାର୍କ 4:38

Následuj nás:

Reklamy


Reklamy