ମାର୍କ 4:6 - ପବିତ୍ର ବାଇବଲ6 କିନ୍ତୁ ସୂର୍ଯ୍ୟ ଆକାଶରେ ଉଠିବା ପରେ ପରେ ଉତ୍ତାପ ହେତୁ ଗଜାଗୁଡ଼ିକ ଜଳି ଗଲା। ମାଟି ଭିତରକୁ ଚେର ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଗ୍ଭରାଗୁଡ଼ିକ ଶୁଖିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। Viz kapitolaଓଡିଆ ବାଇବେଲ6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା । Viz kapitolaପବିତ୍ର ବାଇବଲ (CL) NT (BSI)6 ପରେ ସୂର୍ଯ୍ୟର ପ୍ରଚଣ୍ଡ ତାପରେ ସେହି ଚାରା ଗଛ ସବୁ ଶୁଖିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। Viz kapitola |