ମାର୍କ 5:12 - ପବିତ୍ର ବାଇବଲ12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ। Viz kapitolaଓଡିଆ ବାଇବେଲ12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ । Viz kapitolaପବିତ୍ର ବାଇବଲ (CL) NT (BSI)12 ଭୂତମାନେ ଯୀଶୁଙ୍କୁ ଅନୁରୋଧ କରି କହିଲେ, “ସେହି ଘୁଷୁରି ପଲ ଭିତରେ ପ୍ରବେଶ କରିବା ପାଇଁ ଆମକୁ ଅନୁମତି ଦିଅନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ। Viz kapitola |