Online Bible

- Reklamy -




ମାର୍କ 5:14 - ପବିତ୍ର ବାଇବଲ

14 ଘୁଷୁରି ପଲର ଜଗୁଆଳମାନେ ପଳେଇ ଯାଇ ସହରରେ ଏହି ଘଟଣା ବିଷୟରେ କହିଲେ। ଲୋକେ କ’ଣ ଘଟିଛି ବୋଲି ଦେଖିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଳୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

14 ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଘୁଷୁରି ଜଗୁଆଳିମାନେ ଧାଇଁ ଯାଇ ଏ ଖବର ସହର ଓ ନିକଟବର୍ତ୍ତୀ ଗ୍ରାମମାନଙ୍କରେ ରାଷ୍ଟ୍ର କରିଦେଲେ। କ’ଣ ଘଟିଛି, ଦେଖିବାକୁ ଅନେକ ଲୋକ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ।

Viz kapitola kopírovat




ମାର୍କ 5:14

Následuj nás:

Reklamy


Reklamy