ମାର୍କ 5:19 - ପବିତ୍ର ବାଇବଲ19 କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ। Viz kapitolaଓଡିଆ ବାଇବେଲ19 କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ । Viz kapitolaପବିତ୍ର ବାଇବଲ (CL) NT (BSI)19 ଯୀଶୁ ତାକୁ ଅନୁମତି ନ ଦେଇ କହିଲେ, “ବରଂ ତୁମ ଘରକୁ ତୁମ ଆତ୍ମୀୟମାନଙ୍କ ନିକଟକୁ ଫେରିଯାଅ। ପ୍ରଭୁ ତୁମ ପାଇଁ ଯାହା କରିଛନ୍ତି ଏବଂ ତୁମ ପ୍ରତି ଯେଉଁ ଦୟା ଦେଖାଇଛନ୍ତି, ଏକଥା ସେମାନଙ୍କୁ କୁହ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।” Viz kapitola |