ମାର୍କ 5:20 - ପବିତ୍ର ବାଇବଲ20 ତେଣୁ ସେ ଗ୍ଭଲିଗଲା ଓ ଦେକାପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲା; ସେଥିରେ ସମସ୍ତେ ଚମତ୍କୃତ ହେଲେ। Viz kapitolaଓଡିଆ ବାଇବେଲ20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ଲୋକଟି ଦେକାପଲି ଅଞ୍ଚଳକୁ ଯାଇ ଯୀଶୁ ତା’ ପାଇଁ ଯାହା କରିଥିଲେ, ସବୁଆଡ଼େ ଜଣାଇଲା। ଯେଉଁମାନେ ତା’ କଥା ଶୁଣିଲେ, ସମସ୍ତେ ଆଚମ୍ବିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ। Viz kapitola |