ମାର୍କ 5:21 - ପବିତ୍ର ବାଇବଲ21 ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ, ସେ ସମୁଦ୍ରକୂଳରେ ରହିଲେ। Viz kapitolaଓଡିଆ ବାଇବେଲ21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଯୀଶୁ ହ୍ରଦର ଅପର ପାଶ୍ୱର୍କୁ ଫେରିଗଲେ। ସେହି ହ୍ରଦ କୂଳରେ ଅନେକ ଲୋକ ତାଙ୍କୁ ଘେରି ଜମା ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ। Viz kapitola |