ମାର୍କ 5:32 - ପବିତ୍ର ବାଇବଲ32 କିନ୍ତୁ ଯୀଶୁ ତାହାଙ୍କୁ କେଉଁ ଲୋକ ଛୁଇଁଲା ବୋଲି ଗ୍ଭରିଆଡ଼କୁ ଦେଖିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚତୁର୍ଦ୍ଦିଗରେ ଦୃଷ୍ଟିପାତ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ32 କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)32 କିନ୍ତୁ କିଏ ତାଙ୍କୁ ଛୁଇଁଲା, ଜାଣିବା ପାଇଁ ଯୀଶୁ ଚାରି ଆଡ଼କୁ ଚାହିଁଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ। Viz kapitola |