Online Bible

- Reklamy -




ମାର୍କ 5:33 - ପବିତ୍ର ବାଇବଲ

33 ସେହି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହୋଇଯାଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ ଭୟରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା।

Viz kapitola kopírovat

ଓଡିଆ ବାଇବେଲ

33 ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ସବୁ କଥା ବୁଝିପାରି ସ୍ତ୍ରୀ ଲୋକଟି ଭୟରେ କମ୍ପି କମ୍ପି ଯୀଶୁଙ୍କ ପାଦ ନିକଟରେ ଆଣ୍ଠୋଇ ପଡ଼ି ସବୁ କଥା ଜଣାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା।

Viz kapitola kopírovat




ମାର୍କ 5:33

Následuj nás:

Reklamy


Reklamy