ମାର୍କ 5:34 - ପବିତ୍ର ବାଇବଲ34 ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା। Viz kapitolaଓଡିଆ ବାଇବେଲ34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ । Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ତାକୁ କହିଲେ, “ଝିଅ! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି। ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଶାନ୍ତିରେ ଫେରି ଯା’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।” Viz kapitola |