ମାର୍କ 5:35 - ପବିତ୍ର ବାଇବଲ35 ଯୀଶୁ ସେଠାରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜଗୃହର ଅଧିକାରୀ ଯାଈରସଙ୍କ ଘରୁ କେତେକ ଲୋକ ଆସି ତାହାଙ୍କୁ କହିଲେ, “ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ (ଯୀଶୁ) ଙ୍କୁ ଅଯଥାରେ ଆଉ କାହିଁକି ହଇରାଣ କରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି? Viz kapitolaଓଡିଆ ବାଇବେଲ35 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)35 ଯୀଶୁ ଏହି କଥା କହିଲାବେଳେ, ଯାଇରସଙ୍କ ଘରୁ ଖବର ନେଇ ଆସିଥିବା ଲୋକମାନେ ତାଙ୍କୁ କହିଲେ, “ଆପଣଙ୍କ ଝିଅ ମରିଗଲାଣି, ଆଉ କାହିଁକି ଗୁରୁଙ୍କୁ ହଇରାଣ କରୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି? Viz kapitola |