ମାର୍କ 5:36 - ପବିତ୍ର ବାଇବଲ36 କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର। Viz kapitolaଓଡିଆ ବାଇବେଲ36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର । Viz kapitolaପବିତ୍ର ବାଇବଲ (CL) NT (BSI)36 ଯୀଶୁ ସେମାନଙ୍କ କଥାକୁ ଭ୍ରୂକ୍ଷେପ ନ କରି ଯାଇରସଙ୍କୁ କହିଲେ, “ଭୟ କର ନାହିଁ; କେବଳ ବିଶ୍ୱାସ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।” Viz kapitola |