Online Bible

- Reklamy -




ମାର୍କ 5:37 - ପବିତ୍ର ବାଇବଲ

37 ତା'ପରେ ସେ ସମସ୍ତଙ୍କୁ ଛାଡ଼ି କେବଳ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ପୁଣି, ସେ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

37 ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ତା’ପରେ ଯାକୁବ, ତାଙ୍କ ଭାଇ ଯୋହନ ଓ ପିତରଙ୍କ ଛଡ଼ା ସାଙ୍ଗରେ ଆଉ କାହାକୁ ନ ନେଇ ଯୀଶୁ ଯାଇରସଙ୍କ ଘରକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।

Viz kapitola kopírovat




ମାର୍କ 5:37

Následuj nás:

Reklamy


Reklamy