Online Bible

- Reklamy -




ମାର୍କ 5:38 - ପବିତ୍ର ବାଇବଲ

38 ସେମାନେ ଯିହୂଦୀ ସମାଜଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସେଠାରେ ଲୋକମାନଙ୍କୁ ଉଚ୍ଚ ସ୍ୱରରେ ବିଳାପ କରୁଥିବାର ଦେଖିଲେ। ସେଠାରେ ବହୁତ କୋଳାହଳ ହେଉଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟ; ରୋଦନ ଓ ବିଳାପ କରୁଥିବା ଦେଖିଲେ,

Viz kapitola kopírovat

ଓଡିଆ ବାଇବେଲ

38 ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ସେଠାରେ ପହଞ୍ଚି ସେ ଦେଖିଲେ, ଲୋକମାନେ ଉଚ୍ଚସ୍ୱରରେ କ୍ରନ୍ଦନ ଓ ବିଳାପ କରି କୋଳାହଳ କରୁଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,

Viz kapitola kopírovat




ମାର୍କ 5:38

Následuj nás:

Reklamy


Reklamy