Online Bible

- Reklamy -




ମାର୍କ 5:39 - ପବିତ୍ର ବାଇବଲ

39 ଯୀଶୁ ଘର ଭିତରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, “ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କେବଳ ଶୋଇ ଯାଇଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ପୁଣି ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ସେ ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ କରୁଛ? କାହିଁକି କାନ୍ଦୁଛ? ପିଲାଟି ମରି ନାହିଁ, ଶୋଇଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

Viz kapitola kopírovat




ମାର୍କ 5:39

Následuj nás:

Reklamy


Reklamy