ମାର୍କ 5:40 - ପବିତ୍ର ବାଇବଲ40 ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ। କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠେଇ ଦେଲେ। କେବଳ ପିଲାଟିର ବାପାମା ଓ ତାହାଙ୍କ ସହିତ ଆସିଥିବା ଶିଷ୍ୟମାନଙ୍କୁ ସାଙ୍ଗରେ ନେଇ ପିଲାଟି ଯେଉଁ କୋଠରିରେ ଥିଲା, ସେହି କୋଠରିକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, Viz kapitolaଓଡିଆ ବାଇବେଲ40 କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମା ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)40 ସେମାନେ ତାଙ୍କୁ ବିଦ୍ରୁପ କରି ହସିଲେ। ଯୀଶୁ ସମସ୍ତଙ୍କୁ ବାହାର କରିଦେଲେ ଏବଂ କେବଳ ନିଜର ତିନି ଶିଷ୍ୟ ଓ ପିଲାଟିର ବାପାମାଆଙ୍କୁ ନେଇ ତା’ର ଶୋଇଥିବା କୋଠରୀକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, Viz kapitola |