ମାର୍କ 5:41 - ପବିତ୍ର ବାଇବଲ41 ତା'ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, “ଟଲିଥା, କୂମ୍” ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଗ୍ଭଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଆଉ ପିଲାର ହାତ ଧରି ତାହାକୁ କହିଲେ, ‘ଟଲିଥାକୂମ୍ʼ, ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି, ଉଠ୍। Viz kapitolaଓଡିଆ ବାଇବେଲ41 ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ । Viz kapitolaପବିତ୍ର ବାଇବଲ (CL) NT (BSI)41 ପିଲାଟିର ହାତ ଧରି ଯୀଶୁ କହିଲେ, “ତାଲିଥା କୁମ୍”, ଅର୍ଥାତ୍ “ଝିଅ, ମୁଁ କହୁଛି ଉଠ୍।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।” Viz kapitola |