Online Bible

- Reklamy -




ମାର୍କ 5:43 - ପବିତ୍ର ବାଇବଲ

43 ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଙ୍କୁ ଦୃଢ଼ ଭାବରେ ନିର୍ଦ୍ଦେଶ ଦେଲେ। ତା'ପରେ ଯୀଶୁ ଝିଅଟିର ବାପା-ମାଙ୍କୁ ଝିଅକୁ କିଛି ଖାଇବାକୁ ଦେବାକୁ କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, କେହି ଯେପରି ଏ ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।

Viz kapitola kopírovat

ଓଡିଆ ବାଇବେଲ

43 ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 କିନ୍ତୁ ଏ ବିଷୟରେ କାହାକୁ କିଛି ନ କହିବାକୁ ସେ ସେମାନଙ୍କୁ ଦୃଢ଼ ଆଦେଶ ଦେଲେ। ଏହାପରେ ବାଳିକାଟିକୁ କିଛି ଖାଇବାକୁ ଦେବା ପାଇଁ ଯୀଶୁ ସେମାନଙ୍କୁ କହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।

Viz kapitola kopírovat




ମାର୍କ 5:43

Následuj nás:

Reklamy


Reklamy