ମାର୍କ 6:12 - ପବିତ୍ର ବାଇବଲ12 ଶିଷ୍ୟମାନେ ସେଠାରୁ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ। ସେମାନେ ଘୋଷଣା କଲେ ଯେ, ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ, Viz kapitolaଓଡିଆ ବାଇବେଲ12 ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ, Viz kapitolaପବିତ୍ର ବାଇବଲ (CL) NT (BSI)12 ତା’ପରେ ଶିଷ୍ୟମାନେ ଯାଇ ପାପ ପଥରୁ ଫେରିବା ପାଇଁ ଲୋକମାନଙ୍କୁ ଉପଦେଶ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ, Viz kapitola |