ମାର୍କ 6:13 - ପବିତ୍ର ବାଇବଲ13 ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ। Viz kapitolaଓଡିଆ ବାଇବେଲ13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନେ ଅନେକ ଭୂତ ଛଡ଼ାଇଲେ ଏବଂ ପୀଡ଼ିତ ଲୋକମାନଙ୍କୁ ତୈଳ ଲଗାଇ ସୁସ୍ଥ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ। Viz kapitola |