ମାର୍କ 6:15 - ପବିତ୍ର ବାଇବଲ15 ଅନ୍ୟମାନେ କହୁଥିଲେ, “ସେ ହେଉଛନ୍ତି ଏଲିୟ।” ଆଉ କେତେକ କହୁଥିଲେ, “ଯୀଶୁ ହେଉଛନ୍ତି ଭବିଷ୍ୟଦ୍ବକ୍ତା, ପ୍ରାଚୀନ କାଳର ଭବିଷ୍ୟଦ୍ବକ୍ତାଙ୍କ ଭଳି ସେ ମଧ୍ୟ ଜଣେ ଭବିଷ୍ୟଦ୍ବକ୍ତା।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି ଆଉ କେହି କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣଙ୍କ ସଦୃଶ ଏ ଜଣେ ଭାବବାଦୀ। Viz kapitolaଓଡିଆ ବାଇବେଲ15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲିୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ । Viz kapitolaପବିତ୍ର ବାଇବଲ (CL) NT (BSI)15 ଅନ୍ୟମାନେ କହୁଥିଲେ, “ସେ ଏଲିୟ”, ପୁଣି ଆଉ କେତେକ କହିଲେ, “ପୁରାକାଳର ଭାବବାଦୀମାନଙ୍କ ପରି ସେ ମଧ୍ୟ ଜଣେ ଭାବବାଦୀ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ। Viz kapitola |