ମାର୍କ 6:16 - ପବିତ୍ର ବାଇବଲ16 ହେରୋଦ ଯୀଶୁଙ୍କ ବିଷୟରେ ଏସବୁ ଶୁଣିଲେ। ସେ କହିଲେ, “ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ୟା କରିଛି। ବର୍ତ୍ତମାନ ଯୋହନ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି। Viz kapitolaଓଡିଆ ବାଇବେଲ16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)16 ହେରୋଦ ଯୀଶୁଙ୍କ ବିଷୟ ଶୁଣି କହିଲେ, “ସେ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ। ମୁଁ ତାଙ୍କର ଶିରଛେଦନ କରାଇଥିଲି, କିନ୍ତୁ ସେ ପୁଣି ଥରେ ବଞ୍ôଚ ଉଠିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି। Viz kapitola |