Online Bible

- Reklamy -




ମାର୍କ 6:17 - ପବିତ୍ର ବାଇବଲ

17 ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

17 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ହେରୋଦ ନିଜେ ଯୋହନଙ୍କୁ ଗିରଫ କରିବାକୁ ଆଦେଶ ଦେଇଥିଲେ ଏବଂ ଯୋହନ ବନ୍ଧା ହୋଇ କାରାଗାରରେ ନିକ୍ଷିପ୍ତ ହୋଇଥିଲେ। ହେରୋଦ ନିଜ ଭ୍ରାତୃପତ୍ନୀ ହେରୋଦିଆକୁ ବିବାହ କରିଥିବାରୁ ଯୋହନ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।

Viz kapitola kopírovat




ମାର୍କ 6:17

Následuj nás:

Reklamy


Reklamy