ମାର୍କ 6:19 - ପବିତ୍ର ବାଇବଲ19 ତେଣୁ ହେରୋଦିଆ ଯୋହନଙ୍କୁ ଶତ୍ରୁ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ୟା କରିବାକୁ ଗ୍ଭହୁଁଥିଲେ। କିନ୍ତୁ ସେ ଏଥିପାଇଁ ହେରୋଦଙ୍କୁ ପ୍ରବର୍ତ୍ତାଇବାରେ ଅସଫଳ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେଥିରେ ହେରୋଦିଆ ତାଙ୍କ ପ୍ରତି ଈର୍ଷାନ୍ଵିତ ହୋଇ ତାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ; Viz kapitolaଓଡିଆ ବାଇବେଲ19 ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ; Viz kapitolaପବିତ୍ର ବାଇବଲ (CL) NT (BSI)19 ଏଥିପାଇଁ ହେରୋଦିଆ ଯୋହନଙ୍କ ପ୍ରତି ଆକ୍ରୋଶ ରଖି ତାଙ୍କୁ ହତ୍ୟା କରିବାକୁ ଚାହୁଁଥିଲା, କିନ୍ତୁ ହେରୋଦଙ୍କ ଯୋଗୁଁ ଏହା ସେ କରିପାରୁ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ; Viz kapitola |