ମାର୍କ 6:20 - ପବିତ୍ର ବାଇବଲ20 ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ, ଆଉ ତାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି ତାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ। Viz kapitolaଓଡିଆ ବାଇବେଲ20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 କାରଣ ଯୋହନ ଜଣେ ସାଧୁ ଓ ଧାର୍ମିକ ପୁରୁଷ ବୋଲି ଜାଣି ହେରୋଦ ତାଙ୍କୁ ଭୟ କରୁଥିଲେ ଏବଂ ତାଙ୍କୁ ନିରାପଦରେ ରଖିଥିଲେ। ଯୋହନଙ୍କ ଶିକ୍ଷା ଶୁଣି ପ୍ରତିଥର ସେ ବିବ୍ରତ ହୋଇ ପଡ଼ୁଥିଲେ ମଧ୍ୟ ତାଙ୍କ କଥା ଶୁଣିବାକୁ ସେ ଚାହୁଁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ। Viz kapitola |