Online Bible

- Reklamy -




ମାର୍କ 6:23 - ପବିତ୍ର ବାଇବଲ

23 ହେରୋଦ ଶପଥ ପୂର୍ବକ ମଧ୍ୟ କହିଲେ, “ତୁ ଯାହା ମାଗିବୁ ମୁଁ ତୋତେ ତାହା ଦେବି। ଏପରିକି ମୁଁ ମୋ’ ରାଜ୍ୟର ଅଧା ଭାଗ ତୋତେ ଦେଇପାରେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହାକିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ରାଜା ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରି କହୁଛି, ତୁ ଯାହା ମାଗିବୁ, ଦେବି - ଏପରିକି ରାଜ୍ୟରୁ ଅଧେ ମାଗିଲେ ମଧ୍ୟ ଦେବି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।

Viz kapitola kopírovat




ମାର୍କ 6:23

Následuj nás:

Reklamy


Reklamy