ମାର୍କ 6:24 - ପବିତ୍ର ବାଇବଲ24 ଝିଅଟି ତା’ ମା ପାଖକୁ ଯାଇ ପଗ୍ଭରିଲା, “ରାଜା ହେରୋଦଙ୍କୁ ମୁଁ କ’ଣ ମାଗିବି?” ତା’ ମା କହିଲେ, “ବାପ୍ତିଜକ ଯୋହନଙ୍କ ମୁଣ୍ଡ ମାଗ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ, ବାପ୍ତିଜକସସ ଯୋହନର ମସ୍ତକ। Viz kapitolaଓଡିଆ ବାଇବେଲ24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କ'ଣ ମାଗିବି ? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ । Viz kapitolaପବିତ୍ର ବାଇବଲ (CL) NT (BSI)24 ଝିଅ ମା’ ପାଖକୁ ଯାଇ ପଚାରିଲା, “କଅଣ ମାଗିବି?” ସଙ୍ଗେ ସଙ୍ଗେ ହେରୋଦିଆ କହିଲା, “ଦୀକ୍ଷାଦାତା ଯୋହନର ମୁଣ୍ଡ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ। Viz kapitola |